ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ କୋକସରା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ।
କଳାହାଣ୍ଡି:୩୦/୦୮ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହଲ ଧନସରା ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ କୁ ଶୁକ୍ରବାର ମୁଖ୍ୟ ଅତିଥୀ ଭାବେ କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଯୋଗଦେଇ ଉଦଘାଟନ କରିଛନ୍ତି। ଏହି ଅବସର ରେ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ କସ୍ତୁରୀ ଛାତ୍ରୀଆ, ସହ ଶିକ୍ଷୟିତ୍ରୀ ତରୁଲତା ନାଏକ […] The post ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ କୋକସରା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ। appeared first on Odisha.News.

କଳାହାଣ୍ଡି:୩୦/୦୮
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହଲ ଧନସରା ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ କୁ ଶୁକ୍ରବାର ମୁଖ୍ୟ ଅତିଥୀ ଭାବେ କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଯୋଗଦେଇ ଉଦଘାଟନ କରିଛନ୍ତି। ଏହି ଅବସର ରେ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ କସ୍ତୁରୀ ଛାତ୍ରୀଆ, ସହ ଶିକ୍ଷୟିତ୍ରୀ ତରୁଲତା ନାଏକ ଙ୍କ ସହ ସ୍କୁଲ ର ବିଭିନ୍ନ ବିଷୟରେ ଆଲୋଚନା କରିବା ପରେ ଛାତ୍ରଛାତ୍ରୀ ଙ୍କ ସହ ମଧ୍ୟ ପାଠପଢା ଉପରେ ପଚାରି ବୁଝିଥିଲେ। ଜନ ପ୍ରତିନିଧି ଙ୍କ ସହ ଯୁବ ସମାଜସେବୀ ପ୍ରଣବ ବେହେରା,ସଞ୍ଜୟ ସିଙ୍ଘଲ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।
The post ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ କୋକସରା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ। appeared first on Odisha.News.