ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
ନନ୍ଦିଘୋଷ ବ୍ୟୁରୋ: ନେପାଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପରେ... The post ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ appeared first on .
ନନ୍ଦିଘୋଷ ବ୍ୟୁରୋ: ନେପାଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପରେ ଘରଦ୍ବାର ଥରିଥିବା ସୂଚନା ମିଳିଛି। ଭୟରେ ଘରୁ ବାହାରକୁ ଚାଲି ଆସିଥିଲେ ଲୋକେ। ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ।
ସୂଚନା ଅନୁଯାୟୀ, ଆଜି ଭୋର ୩ଟା ୫୯ ସମୟରେ ନେପାଳରେ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜୁଲ୍ମା ଜିଲ୍ଲାର ୧୦ କିଲୋମିଟର ଗଭୀରତାରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବା ନ୍ୟାସନାଲ ସେଣ୍ଟର ଫର ସେସିମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି।
The post ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ appeared first on .