ନ୍ୟୁଜିଲାଣ୍ଡକୁ ହରାଇ ଚାମ୍ପିଅନ୍ସ ଟ୍ରଫି ଜିତିଲା ଭାରତ

ନନ୍ଦିଘୋଷ ବ୍ୟୁରୋ: ଭାରତର ବଡ଼ ବିଜୟ । ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ । ୪ ଓ୍ବିକେଟରେ... The post ନ୍ୟୁଜିଲାଣ୍ଡକୁ ହରାଇ ଚାମ୍ପିଅନ୍ସ ଟ୍ରଫି ଜିତିଲା ଭାରତ appeared first on .

ନ୍ୟୁଜିଲାଣ୍ଡକୁ ହରାଇ ଚାମ୍ପିଅନ୍ସ ଟ୍ରଫି ଜିତିଲା ଭାରତ

ନନ୍ଦିଘୋଷ ବ୍ୟୁରୋ: ଭାରତର ବଡ଼ ବିଜୟ । ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ । ୪ ଓ୍ବିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଛି ଭାରତ । ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା ୭୬ ରନ୍ କରିଥିବାବେଳେ ଶୁବମନ ଗିଲ୍ ୩୧ ରନ୍ କରିଥିଲେ। ବିରାଟ କୋହଲି ଏକ ରନ୍ କରି ପାଭିଲିୟନ ଫେରିଥିଲେ। ଶ୍ରେୟସ ଆୟର ୪୮ ରନ୍ କରିଥିବାବେଳେ ଅକ୍ଷର ପଟେଲ ୨୯ ରନ୍ କରିଥିଲେ। ସେହିପରି କେଏଲ ରାହୁଲ ୩୪ ରନ୍ କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୧୮ ରନ୍ କରିଥିଲେ।

The post ନ୍ୟୁଜିଲାଣ୍ଡକୁ ହରାଇ ଚାମ୍ପିଅନ୍ସ ଟ୍ରଫି ଜିତିଲା ଭାରତ appeared first on .