ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ କୁଶଢିପି ଗାଁରେ ୨ ଜଣଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। The post ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ appeared first on Dharitri Odia News.

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ରେ କୁଶଢିପି ଗାଁରେ ୨ ଜଣଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା।

The post ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ appeared first on Dharitri Odia News.