ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପୋଲିସ ପଠାଇଥିବା ଜଣାପଡିଛି। ଏହି ଦୃଦୟ ବିଦାରକ ଦୃଶ୍ୟକୁ ଦେଖି ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଛି।   The post ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର appeared first on Dharitri Odia News.

ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପୋଲିସ ପଠାଇଥିବା ଜଣାପଡିଛି। ଏହି ଦୃଦୟ ବିଦାରକ ଦୃଶ୍ୟକୁ ଦେଖି ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଛି।

 

The post ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର appeared first on Dharitri Odia News.