ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି। ମନ୍ତ୍ରୀମାନେ ଜିଲା ଗସ୍ତ କରିବାବେଳେ ଏହାର ସମୀକ୍ଷା କରୁଛନ୍ତି। ପୂର୍ବ ସରକାରରେ ଆକ୍ରୋଶମୂଳକ ଭାବେ ତାଲିକାରୁ ବହୁ ଲୋକଙ୍କୁ ବାଦ୍‌ ଦିଆଯାଇଛି। ଏବେ କିନ୍ତୁ କାହାକୁ ବାଦ୍‌ ଦିଆଯିବ ନାହିଁ। ସମସ୍ତଙ୍କୁ […] The post ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ… appeared first on Dharitri Odia News.

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି। ମନ୍ତ୍ରୀମାନେ ଜିଲା ଗସ୍ତ କରିବାବେଳେ ଏହାର ସମୀକ୍ଷା କରୁଛନ୍ତି। ପୂର୍ବ ସରକାରରେ ଆକ୍ରୋଶମୂଳକ ଭାବେ ତାଲିକାରୁ ବହୁ ଲୋକଙ୍କୁ ବାଦ୍‌ ଦିଆଯାଇଛି। ଏବେ କିନ୍ତୁ କାହାକୁ ବାଦ୍‌ ଦିଆଯିବ ନାହିଁ। ସମସ୍ତଙ୍କୁ ଘର ମିଳିବ ବୋଲି ମନ୍ତ୍ରୀ କହିଛନ୍ତି।

The post ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ… appeared first on Dharitri Odia News.