ପଟ୍ଟାମୁଣ୍ଡାଇରେ ବୈଜୟନ୍ତଙ୍କ ବିଶାଳ ରୋଡ଼ ଶୋ’
କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପିର ବିଶାଳ ଜନସମ୍ପର୍କ ଯାତ୍ରା।
କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପିର ବିଶାଳ ଜନସମ୍ପର୍କ ଯାତ୍ରା। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ଜନସମ୍ପର୍କ ଯାତ୍ରାରେ ରାଜନଗର ବିଜେପି ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ସମେତ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।