ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର ସିଂହ ଲଭଲୀ ଅସନ୍ତୁଷ୍ଟ ଥିଲେ। ଏହାପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ଓ କେଉଁ ଦଳକୁ ଯିବେ ସେ ନେଇ ଚର୍ଚ୍ଚା ଆରମ୍ଭ […] The post ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ appeared first on Dharitri Odia News.

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର ସିଂହ ଲଭଲୀ ଅସନ୍ତୁଷ୍ଟ ଥିଲେ। ଏହାପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ଓ କେଉଁ ଦଳକୁ ଯିବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ତେବେ ଆଜି ସେ ଭାଜପାରେ ସାମିଲ ହୋଇଛନ୍ତି।

The post ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ appeared first on Dharitri Odia News.