ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା
ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ ଦଳର ସାଧାରଣ ସମ୍ପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି […] The post ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା appeared first on Dharitri Odia News.
ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଭାଜପାରେ ସାମିଲ ହୋଇଛନ୍ତି।
ଏହି ସମୟରେ ଦଳର ସାଧାରଣ ସମ୍ପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ଥିଲେ।
The post ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା appeared first on Dharitri Odia News.