ପଦ୍ମ ଧରିଲେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ !

ଭୁବନେଶ୍ୱର : ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେଲେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିିଡିଆରେ ଘୁରି ବୁଲୁଥିବାର ଦେଖା ଯାଇଛି I ତେବେ ଏ ସମ୍ପର୍କରେ ବିଜେପି ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ I

ପଦ୍ମ ଧରିଲେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ