ପଦ୍ମ ଧରିଲେ ସନ୍ଧ୍ୟାବତୀ, ଲିଙ୍କନ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):ଓଡ଼ିଶାର ବିକାଶ ପାଇଁ ଭାଜପା ଲଢ଼େଇ କରିବ। ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ଅନେକ ହଜାର ସଂଖ୍ୟାରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଙ୍ଗଠନର ସଦସ୍ୟ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ଭାଜପାରେ ଯୋଗଦାନ କରୁଛନ୍ତି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି […] The post ପଦ୍ମ ଧରିଲେ ସନ୍ଧ୍ୟାବତୀ, ଲିଙ୍କନ appeared first on Dharitri Odia News.

ପଦ୍ମ ଧରିଲେ ସନ୍ଧ୍ୟାବତୀ, ଲିଙ୍କନ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):ଓଡ଼ିଶାର ବିକାଶ ପାଇଁ ଭାଜପା ଲଢ଼େଇ କରିବ। ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ଅନେକ ହଜାର ସଂଖ୍ୟାରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଙ୍ଗଠନର ସଦସ୍ୟ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ଭାଜପାରେ ଯୋଗଦାନ କରୁଛନ୍ତି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି ା ସେହିପରି ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ଭାଜପାରେ ମଧ୍ୟ ଯୋଗ ଦେଇଛନ୍ତି।

The post ପଦ୍ମ ଧରିଲେ ସନ୍ଧ୍ୟାବତୀ, ଲିଙ୍କନ appeared first on Dharitri Odia News.