ପଦ୍ମପୁର ଓକିଲ ସଂଘ ନିର୍ବାଚନ: ରାମରତନ ସଭାପତି, ଚିନ୍ମୟ ସମ୍ପାଦକ ଭାବେ ନିର୍ବାଚିତ
ପଦ୍ମପୁର,୨୯ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାମରତନ ପୁରୋହିତ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ସୁନିଲ କୁମାର ପାଣିଗ୍ରାହୀ ଉପସଭାପତି, ଚିନ୍ମୟ କୁମାର ପଣ୍ଡା ସମ୍ପାଦକ, ଲକ୍ଷ୍ମଣ ସାହୁ ଉଭୟ ଯୁଗ୍ମ ସମ୍ପାଦକ ଓ କୋଷାଧ୍ୟକ୍ଷ, ରୋହିତ କୁମାର ଭୋଇ ସହସମ୍ପାଦକ ନିର୍ବାଚିତ ହୋଇଛନ୍ତି। ରାଧାବଲ୍ଲଭ ପାଣିଗ୍ରାହୀ, ଗୌନ୍ତିଆ କୁମାର ସାହୁ, ପରମେଶ୍ବର ସାହୁ, ବିଭୂତି ଭୂଷଣ ଦାଶ, […] The post ପଦ୍ମପୁର ଓକିଲ ସଂଘ ନିର୍ବାଚନ: ରାମରତନ ସଭାପତି, ଚିନ୍ମୟ ସମ୍ପାଦକ ଭାବେ ନିର୍ବାଚିତ appeared first on Dharitri Odia News.
ପଦ୍ମପୁର,୨୯ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାମରତନ ପୁରୋହିତ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ସୁନିଲ କୁମାର ପାଣିଗ୍ରାହୀ ଉପସଭାପତି, ଚିନ୍ମୟ କୁମାର ପଣ୍ଡା ସମ୍ପାଦକ, ଲକ୍ଷ୍ମଣ ସାହୁ ଉଭୟ ଯୁଗ୍ମ ସମ୍ପାଦକ ଓ କୋଷାଧ୍ୟକ୍ଷ, ରୋହିତ କୁମାର ଭୋଇ ସହସମ୍ପାଦକ ନିର୍ବାଚିତ ହୋଇଛନ୍ତି। ରାଧାବଲ୍ଲଭ ପାଣିଗ୍ରାହୀ, ଗୌନ୍ତିଆ କୁମାର ସାହୁ, ପରମେଶ୍ବର ସାହୁ, ବିଭୂତି ଭୂଷଣ ଦାଶ, କିଶୋର କୁମାର ମେହେର, ପ୍ରଦୀପ କୁମାର ସାହୁ କାର୍ଯ୍ୟକାରିଣୀ କମିଟି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି।
The post ପଦ୍ମପୁର ଓକିଲ ସଂଘ ନିର୍ବାଚନ: ରାମରତନ ସଭାପତି, ଚିନ୍ମୟ ସମ୍ପାଦକ ଭାବେ ନିର୍ବାଚିତ appeared first on Dharitri Odia News.