ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି,୧୧ା୨(ଶିଶିର ପଟ୍ଟନାୟକ): ପଦ୍ମ ବେଶରେ ରବିବାର ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଏନେଇ ଜି.ଉଦୟଗିରି ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। କମିଟି ପକ୍ଷରୁ ଅଶୋକ କୁମାର ପାତ୍ର, ଅଶ୍ୱୀନି କୁମାର ପାତ୍ରଙ୍କ ସହିତ ପୂଜକ ଅଚ୍ୟୁତ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା, ମାନସ ପଣ୍ଡା ସହଯୋଗ କରିଥିଲେ। The post ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ appeared first on Dharitri Odia News.

ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି,୧୧ା୨(ଶିଶିର ପଟ୍ଟନାୟକ): ପଦ୍ମ ବେଶରେ ରବିବାର ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଏନେଇ ଜି.ଉଦୟଗିରି ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। କମିଟି ପକ୍ଷରୁ ଅଶୋକ କୁମାର ପାତ୍ର, ଅଶ୍ୱୀନି କୁମାର ପାତ୍ରଙ୍କ ସହିତ ପୂଜକ ଅଚ୍ୟୁତ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା, ମାନସ ପଣ୍ଡା ସହଯୋଗ କରିଥିଲେ।

The post ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ appeared first on Dharitri Odia News.