ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…
କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍ ସହ ତାଙ୍କୁ କଟକସ୍ଥିତ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେ ଏସ୍ସିବି ମେଡିକାଲ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି। […] The post ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା… appeared first on Dharitri Odia News.
କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍ ସହ ତାଙ୍କୁ କଟକସ୍ଥିତ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେ ଏସ୍ସିବି ମେଡିକାଲ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି।
ତାଙ୍କର ଅବସ୍ଥା ସ୍ଥିର ରହିଥିବା ବେଳେ ଆସନ୍ତା ୫ରୁ ୭ ଦିନ ମଧ୍ୟରେ ତାଙ୍କୁ କୋରାପୁଟ ଅଣାଯିବ ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗର ସୂଚନା ଅଧିକାରୀ ତଥା ଏଡିପିଏଚ୍ଓ ଡାକ୍ତର ମୁକ୍ତିକାନ୍ତ ଖଟୁଆ ପ୍ରକାଶ କରିଛନ୍ତି।
The post ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା… appeared first on Dharitri Odia News.