ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦାରୁଦିଅଁଙ୍କ ଦିବ୍ୟସ୍ନାନ...ଦେଖନ୍ତୁ କିଛି ଝଲକ
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁଦିଅଁଙ୍କ ଦିବ୍ୟସ୍ନାନ । ସଜେଇ ହୋଇଛି ସ୍ନାନବେଦି । ଆଜି ସ୍ନାନବେଦିରୁ ଗଜାନନ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।