ପରଲୋକରେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର
ଭୁବନେଶ୍ୱର,୧।୬: ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶନିବାର ପରଲୋକ ହୋଇଛି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ ଘର କେନ୍ଦୁଝର ଜିଲା ସ୍ଥିତ ବୈଦରାଜ ସାହିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। The post ପରଲୋକରେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର appeared first on Dharitri Odia News.
ଭୁବନେଶ୍ୱର,୧।୬: ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶନିବାର ପରଲୋକ ହୋଇଛି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ ଘର କେନ୍ଦୁଝର ଜିଲା ସ୍ଥିତ ବୈଦରାଜ ସାହିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
The post ପରଲୋକରେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର appeared first on Dharitri Odia News.