ପରଲୋକରେ ପୂର୍ବତନ ବିଧାୟକ ବିଜୟ ମହାନ୍ତି :ଏମିତି ଥିଲା ତାଙ୍କର ରାଜନୈତିକ ଜୀବନ
ଭୁବନେଶ୍ୱର:ଆଉ ନାହାନ୍ତି ପୂର୍ବତନ ବିଧାୟକ ବିଜୟ ମହାନ୍ତି।ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଜୟ ୧୯୬୪ ମସିହା ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ। ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରଥମ ଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ। ଅନେକଙ୍କ ପାଖରେ ସେ ବାଦଲ ମହାନ୍ତି […]
ଭୁବନେଶ୍ୱର:ଆଉ ନାହାନ୍ତି ପୂର୍ବତନ ବିଧାୟକ ବିଜୟ ମହାନ୍ତି।ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଜୟ ୧୯୬୪ ମସିହା ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ। ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରଥମ ଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ। ଅନେକଙ୍କ ପାଖରେ ସେ ବାଦଲ ମହାନ୍ତି ଭାବେ ମଧ୍ୟ ପରିଚିତ ଥିଲେ । ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରଥମ ଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ତାପରେ ସେ ଆଉ ନିର୍ବାଚନ ଲଢି ନ ଥିଲେ । କିନ୍ତୁ ବିଜେଡିର ରହି ସେ କାଯ୍ୟ କରୁଥିଲେ ।ସମାଜର ତଳସ୍ତରେ ଥିବା ଜନ ସାଧାରଣଙ୍କର ସ୍ୱାର୍ଥକୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଥିଲେ।ଲୋକଙ୍କ କଲ୍ୟାଣ ଦିଗରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ।
କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଶେଷରେ ୬୦ ବର୍ଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଜୟ ମହାନ୍ତି।