ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଅପଡେଟ୍: ଅଗଷ୍ଟ ୩୧ରେ ହେବ ସ୍ପେଶାଲ OTET ପରୀକ୍ଷା
ଭୁବନେଶ୍ୱର,୧।୮: ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି। ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୨୨ରୁ ୱେବସାଇଟ୍ରେ ପରୀକ୍ଷାର୍ଥୀ ନିଜ ଆଡ୍ମିଟ୍ କାର୍ଡ […] The post ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଅପଡେଟ୍: ଅଗଷ୍ଟ ୩୧ରେ ହେବ ସ୍ପେଶାଲ OTET ପରୀକ୍ଷା appeared first on Dharitri Odia News.
ଭୁବନେଶ୍ୱର,୧।୮: ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।
ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ଅଗଷ୍ଟ ୨୨ରୁ ୱେବସାଇଟ୍ରେ ପରୀକ୍ଷାର୍ଥୀ ନିଜ ଆଡ୍ମିଟ୍ କାର୍ଡ ଡାଉନ୍ଲୋଡ୍ କରିପାରିବେ। ସୂଚନାଯୋଗ୍ୟ, ପ୍ରଶ୍ନପତ୍ର ଲିକ୍ ଯୋଗୁ ପୂର୍ବ ପରୀକ୍ଷା ବୋର୍ଡ ପକ୍ଷରୁ ବାତିଲ କରାଯାଇଥିଲା।
The post ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଅପଡେଟ୍: ଅଗଷ୍ଟ ୩୧ରେ ହେବ ସ୍ପେଶାଲ OTET ପରୀକ୍ଷା appeared first on Dharitri Odia News.