ପଶୁପକ୍ଷୀ ପ୍ରେମୀ ଚିନ୍ମୟୀ

ଦିନକୁ ଦିନ ବଢ଼ିଚାଲିଛି ଖରା ...ଆଉ ତା ସାଙ୍ଗକୁ ଭୟଙ୍କର ଗୁଳୁଗୁଳି....ପାଣି ଟୋପେ ପାଇଁ ମଣିଷଙ୍କ ଠୁ ପଶୁ ପକ୍ଷୀ ସମସ୍ତେ ଡହଳ ବିକଳ...ସେପଟେ ବିଭିନ୍ନ ଜଳାଶୟ ଶୁଖିଲା ପଡିଥିବାରୁ ପାଣି ମୁନ୍ଦେ ପାଇଁ ହନ୍ତସନ୍ତ ହେଉଛନ୍ତି ଜୀବଜନ୍ତୁ.... ଏଭଳି ସ୍ଥିତିରେ ସମାଜସେବୀ ଚିନ୍ମୟୀଙ୍କ ସେବା ସତରେ ପ୍ରଶଂସନୀୟ....