ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ନବୀନ ପଟ୍ଟାନୟକ! ଏହି ଆସନରୁ ଲଢିବା ନେଇ ହେଉଛିି ଚର୍ଚ୍ଚା
ଭୁବନେଶ୍ୱର,୧୭।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଏସବୁ ଭିତରେ ବିଜେଡିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି। କଣ୍ଟାବଞ୍ଜିରୁ ସେ ଲଢିବେ ବୋଲି କୁହାଯାଉଛି। ଏପର୍ଯ୍ୟନ୍ତ ବିଜେଡି […] The post ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ନବୀନ ପଟ୍ଟାନୟକ! ଏହି ଆସନରୁ ଲଢିବା ନେଇ ହେଉଛିି ଚର୍ଚ୍ଚା appeared first on Dharitri Odia News.
ଭୁବନେଶ୍ୱର,୧୭।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଏସବୁ ଭିତରେ ବିଜେଡିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି। କଣ୍ଟାବଞ୍ଜିରୁ ସେ ଲଢିବେ ବୋଲି କୁହାଯାଉଛି। ଏପର୍ଯ୍ୟନ୍ତ ବିଜେଡି କଣ୍ଟାବାଞ୍ଜି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ତେଣୁ ମୁଖ୍ୟମନ୍ତ୍ରୀ ସେଠାରୁ ପ୍ରାର୍ଥୀ ହେବା ଆଲୋଚନାକୁ ଖୋରାକ ଯୋଗାଉଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହିଞ୍ଜିଳିରୁ ଲଢିବେ ବୋଲି ଘୋଷଣା ହୋଇଯାଇଛି। ଯଦି ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଚିରୁ ଲଢନ୍ତି ତେବେ ଚଳିତ ନିର୍ବାଚନ ୨ଟି ଆସନରୁ ମୁଖ୍ୟମନ୍ତ୍ରୀ ପ୍ରତିଯୋଗିତା କରିବେ।
The post ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ନବୀନ ପଟ୍ଟାନୟକ! ଏହି ଆସନରୁ ଲଢିବା ନେଇ ହେଉଛିି ଚର୍ଚ୍ଚା appeared first on Dharitri Odia News.