ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଚନ୍ତି। ଦାର୍ଜିଲିଂରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଖବର ଶୁଣି ମୁଁ […] The post ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ appeared first on Dharitri Odia News.

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଚନ୍ତି।

The post ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ appeared first on Dharitri Odia News.