ପହଣ୍ତି ବେଳେ ଅଘଟଣ
ପହଣ୍ତି ବେଳେ ଆଘଟଣ। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର। ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର। ପହଣ୍ଡିରେ ସାମିଲ ହୋଇଥିବା ୫ ସେବାୟତ ଆହତ ହୋଇଥିବା ନେଇ ସୂଚନା ମିଳିଛି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସରେ ମେଡିକାଲ୍ ସ୍ଥାନାନ୍ତର କରାଯାଇଛି।