ପାକିସ୍ତାନ ଟାର୍ଗେଟରେ ଥିଲା ସ୍ୱର୍ଣ୍ଣ ମନ୍ଦିର
ଅମୃତସର ଗୋଲଡେନ୍ ଟେମ୍ପଲକୁ ଟାର୍ଗେଟ କରିଥିଲା ପାକିସ୍ତାନ। ମେ ୬-୭ ତାରିଖରେ ସ୍ୱର୍ଣ୍ଣ ମନ୍ଦିର ଓ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ଟାର୍ଗେଟ କରି ଡ୍ରୋନ୍ ଓ ମିସାଇଲ୍ ଆକ୍ରମଣ କରିଥିଲା। କିନ୍ତୁ ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ପଣ୍ଡ କରିଥିଲା ଭାରତୀୟ ସେନା।