ପାକିସ୍ତାନ ବିରୋଧରେ ଯୁଦ୍ଧ ପାଇଁ ଭାରତର ବଡ଼ ତୟାରୀ ?

ଆରମ୍ଭ ହେଲା କି ପାକିସ୍ତାନ ବିରୋଧରେ ଯୁଦ୍ଧ ପାଇଁ ଭାରତର ବଡ଼ ତୟାରୀ ? କାରଣ ଗୃହମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ରାଜ୍ୟକୁ ସିଭିଲ୍ ଡିଫେନ୍ସ ମକ୍ ଡ୍ରିଲ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ଏହି ମକଡ୍ରିଲ୍ କରାଯିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛି ଗୃହ ମନ୍ତ୍ରାଳୟ।

ପାକିସ୍ତାନ ବିରୋଧରେ ଯୁଦ୍ଧ ପାଇଁ ଭାରତର ବଡ଼ ତୟାରୀ ?
Array