ପାକିସ୍ତାନ ସପକ୍ଷରେ ବାହାରିଲା ଚୀନ, ଭାରତର ଏୟାରଷ୍ଟ୍ରାଇକକୁ ନିନ୍ଦା
ନୂଆଦିଲ୍ଲୀ ୦୭/୦୫: ଭାରତର ଅପରେସନ ସିନ୍ଦୂରକୁ ନେଇ ଭଡକିଛି ଚୀନ । ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍ ନେଇ ଭଡକିଛି ଚୀନ୍ । ନେଇ ଏବେ ଚୀନର ବୟାନ ସମ୍ନାକୁ ଆସିଛି । ବୁଧବାର ଦିନ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧକୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ଚୀନ କହିଛି କି, ଭାରତର ସେନା କାର୍ଯ୍ୟାନୁଷ୍ଠାନ ଏକ ଦୁଃଖଦ ଘଟଣା ବୋଲି ଚୀନ ଗ୍ରହଣ କରିଛି ।ଏନେଇ ଚୀନ ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା କହିଛନ୍ତି କି, ଏହାକୁ ନେଇ ଚୀନ ଚିନ୍ତିତ । ଭାରତ ଓ ପାକିସ୍ତାନ ଉଭୟ ପଡୋଶୀ ଦେଶ । ତେଣୁ ଉଭୟ ପକ୍ଷଙ୍କୁ ଶାନ୍ତି ବଜାୟ ରଖିବାକୁ ଚୀନ ନିବେଦନ କରିଛି । ନିଜକୁ ସମ୍ଭାଳ ଓ ଆଗକୁ କିଭଳି ଏହି ବିବାଦ ନବଢିବ ତା ଉପରେ ଆଲୋଚନା କରିବାକୁ ଚୀନ ପରାମର୍ଶ ଦେଇଛି ।
ନୂଆଦିଲ୍ଲୀ ୦୭/୦୫: ଭାରତର ଅପରେସନ ସିନ୍ଦୂରକୁ ନେଇ ଭଡକିଛି ଚୀନ । ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍ ନେଇ ଭଡକିଛି ଚୀନ୍ । ନେଇ ଏବେ ଚୀନର ବୟାନ ସମ୍ନାକୁ ଆସିଛି । ବୁଧବାର ଦିନ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧକୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ଚୀନ କହିଛି କି, ଭାରତର ସେନା କାର୍ଯ୍ୟାନୁଷ୍ଠାନ ଏକ ଦୁଃଖଦ ଘଟଣା ବୋଲି ଚୀନ ଗ୍ରହଣ କରିଛି ।
ଏନେଇ ଚୀନ ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା କହିଛନ୍ତି କି, ଏହାକୁ ନେଇ ଚୀନ ଚିନ୍ତିତ । ଭାରତ ଓ ପାକିସ୍ତାନ ଉଭୟ ପଡୋଶୀ ଦେଶ । ତେଣୁ ଉଭୟ ପକ୍ଷଙ୍କୁ ଶାନ୍ତି ବଜାୟ ରଖିବାକୁ ଚୀନ ନିବେଦନ କରିଛି । ନିଜକୁ ସମ୍ଭାଳ ଓ ଆଗକୁ କିଭଳି ଏହି ବିବାଦ ନବଢିବ ତା ଉପରେ ଆଲୋଚନା କରିବାକୁ ଚୀନ ପରାମର୍ଶ ଦେଇଛି ।