ପାକିସ୍ତାନରେ ବଢିଛି ଆତଙ୍କବାଦୀ ଘଟଣା, ବର୍ଷ ଆରମ୍ଭରେ ୨୪୫ ଆକ୍ରମଣ, ୪୦୦ରୁ ଅଧିକ ମୃତ

ଇସଲାମାବାଦ,୧।୪: ପାକିସ୍ତାନରେ ବଢୁଥିବା ଆତଙ୍କବାଦୀ ଘଟଣା ସମ୍ପର୍କରେ ଥିଙ୍କ ଟେକର ରିପୋର୍ଟ ପ୍ରକାଶ ପାଇଛି। ଥିଙ୍କ ଟେକର ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ତିନି ମାସରେ ପାକିସ୍ତାନରେ ଆତଙ୍କବାଦୀ ଘଟଣା ବୃଦ୍ଧି ପାଇଛି। ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୩ମାସରେ ପାକିସ୍ତାନରେ ୨୪୫ଟି ଆତଙ୍କବାଦୀ ଆକ୍ରମଣ ଏବଂ ଆତଙ୍କବାଦ ବିରୋଧୀ ଅପରେସନ ଘଟିଥିଲା, ଫଳସ୍ବରୂପ ୪୩୨ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୩୭୦ ସାଧାରଣ ନାଗରିକ ଏବଂ ସୁରକ୍ଷା କର୍ମୀ ଆହତ ହୋଇଥିଲେ। The post ପାକିସ୍ତାନରେ ବଢିଛି ଆତଙ୍କବାଦୀ ଘଟଣା, ବର୍ଷ ଆରମ୍ଭରେ ୨୪୫ ଆକ୍ରମଣ, ୪୦୦ରୁ ଅଧିକ ମୃତ appeared first on Dharitri Odia News.

ପାକିସ୍ତାନରେ ବଢିଛି ଆତଙ୍କବାଦୀ ଘଟଣା, ବର୍ଷ ଆରମ୍ଭରେ ୨୪୫ ଆକ୍ରମଣ, ୪୦୦ରୁ ଅଧିକ ମୃତ

ଇସଲାମାବାଦ,୧।୪: ପାକିସ୍ତାନରେ ବଢୁଥିବା ଆତଙ୍କବାଦୀ ଘଟଣା ସମ୍ପର୍କରେ ଥିଙ୍କ ଟେକର ରିପୋର୍ଟ ପ୍ରକାଶ ପାଇଛି। ଥିଙ୍କ ଟେକର ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ତିନି ମାସରେ ପାକିସ୍ତାନରେ ଆତଙ୍କବାଦୀ ଘଟଣା ବୃଦ୍ଧି ପାଇଛି।
ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୩ମାସରେ ପାକିସ୍ତାନରେ ୨୪୫ଟି ଆତଙ୍କବାଦୀ ଆକ୍ରମଣ ଏବଂ ଆତଙ୍କବାଦ ବିରୋଧୀ ଅପରେସନ ଘଟିଥିଲା, ଫଳସ୍ବରୂପ ୪୩୨ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୩୭୦ ସାଧାରଣ ନାଗରିକ ଏବଂ ସୁରକ୍ଷା କର୍ମୀ ଆହତ ହୋଇଥିଲେ।

The post ପାକିସ୍ତାନରେ ବଢିଛି ଆତଙ୍କବାଦୀ ଘଟଣା, ବର୍ଷ ଆରମ୍ଭରେ ୨୪୫ ଆକ୍ରମଣ, ୪୦୦ରୁ ଅଧିକ ମୃତ appeared first on Dharitri Odia News.