ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ
ଭୁବନେଶ୍ୱର,୧୧ା୧୦: ଦୁଇଦିନ ମଧ୍ୟରେ ଓଡିଶାରୁ ଅପସରି ଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ଅନୁକୂଳ ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ମୌସୁମୀ ସମ୍ପୂର୍ଣ୍ଣ ଫେରିଯିବ। ସେହିପରି ମହାରାଷ୍ଟ୍ର, ଛତିଶଗଡ଼, ଓଡିଶା, ପଶ୍ଚିମବଙ୍ଗ, ସିକ୍କିମର କିଛି ଅଞ୍ଚଳରୁ ଫେରିଯିବ। ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିଲା ମୌସୁମୀ। କେରଳ ଛୁଇଁବାର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା। ଓଡ଼ିଶାରେ […] The post ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ appeared first on Dharitri Odia News.
ଭୁବନେଶ୍ୱର,୧୧ା୧୦: ଦୁଇଦିନ ମଧ୍ୟରେ ଓଡିଶାରୁ ଅପସରି ଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ଅନୁକୂଳ ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ମୌସୁମୀ ସମ୍ପୂର୍ଣ୍ଣ ଫେରିଯିବ। ସେହିପରି ମହାରାଷ୍ଟ୍ର, ଛତିଶଗଡ଼, ଓଡିଶା, ପଶ୍ଚିମବଙ୍ଗ, ସିକ୍କିମର କିଛି ଅଞ୍ଚଳରୁ ଫେରିଯିବ।
ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିଲା ମୌସୁମୀ। କେରଳ ଛୁଇଁବାର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା। ଓଡ଼ିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ଆଗାମୀ ୭ ଦିନ ପର୍ୟ୍ୟନ୍ତ ବଡ଼ ବର୍ଷା ନ ଥିବାରୁ ମୌସୁମୀ ଫେରିଯିବ ନେଇ ସୂଚନା ଦେଲା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି।
The post ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ appeared first on Dharitri Odia News.