ପାଞ୍ଚଦିନିଆ ଗସ୍ତ ସାରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାଞ୍ଚଦିନିଆ ଗସ୍ତରେ ଆସି ଶେଷ ଦିନରେ ବାଙ୍ଗିରିପୋଷୀରେ ୩ଟି ନୂଆ ରେଳ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମହାମହିମ । ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହି ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବ ବୋଲି ଆଶା ରଖିଛନ୍ତି ରାଷ୍ଟ୍ରପତି । ଏହା ସହ ଜନଜାତି ଗବେଷଣା ଏବଂ ବିକାଶ କେନ୍ଦ୍ରର ଉଦଘାଟନ କରିବା ସହ ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ […] The post ପାଞ୍ଚଦିନିଆ ଗସ୍ତ ସାରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on KNews Odisha.

ପାଞ୍ଚଦିନିଆ ଗସ୍ତ ସାରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
president

ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାଞ୍ଚଦିନିଆ ଗସ୍ତରେ ଆସି ଶେଷ ଦିନରେ ବାଙ୍ଗିରିପୋଷୀରେ ୩ଟି ନୂଆ ରେଳ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମହାମହିମ । ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହି ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷ ହେବ ବୋଲି ଆଶା ରଖିଛନ୍ତି ରାଷ୍ଟ୍ରପତି । ଏହା ସହ ଜନଜାତି ଗବେଷଣା ଏବଂ ବିକାଶ କେନ୍ଦ୍ରର ଉଦଘାଟନ କରିବା ସହ ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପରେ ବାଙ୍ଗିରୀପୋଷୀରୁ କଲାଇକଣ୍ଡା ଯାଇ ସେଠାରୁ ନୂଆଦିଲ୍ଲୀ ଯାଇଛନ୍ତି ରାଷ୍ଟ୍ରପତି ।

The post ପାଞ୍ଚଦିନିଆ ଗସ୍ତ ସାରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on KNews Odisha.