ପାଟକୁରାରେ ଅରବିନ୍ଦ ବିଜୟୀ
କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍ରେ ହରାଇ ବିଜୟ ଲାଭ କରିଛନ୍ତି। The post ପାଟକୁରାରେ ଅରବିନ୍ଦ ବିଜୟୀ appeared first on Dharitri Odia News.
କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍ରେ ହରାଇ ବିଜୟ ଲାଭ କରିଛନ୍ତି।
The post ପାଟକୁରାରେ ଅରବିନ୍ଦ ବିଜୟୀ appeared first on Dharitri Odia News.