”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା

ଭୁବନେଶ୍ୱର,୨୪।୫: ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ। ଶୁକ୍ରବାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଏଭଳି ଅପିଲ କରିଛି ରାଜ୍ୟ ଭାଜପା। ଭାଜପା କହିଛି ଯେ, ”ମୁଖ୍ୟମନ୍ତ୍ରୀଙ୍କୁ ଭିକେ ପାଣ୍ଡିଆନ ବନ୍ଧନ କରି ରଖିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ, ଡିଜିପି କଥା ହେଉଛନ୍ତି କି ନାହିଁ ସନ୍ଦେହ ରହିଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଅବସ୍ଥା କ’ଣ ଜାଣିବା ଅଧିକାର ରାଜ୍ୟବାସୀଙ୍କର ଅଛି। ଜଣେ ଜଜ୍‌ ଓ କିଛି ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ […] The post ”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା appeared first on Dharitri Odia News.

”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା

ଭୁବନେଶ୍ୱର,୨୪।୫: ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ। ଶୁକ୍ରବାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଏଭଳି ଅପିଲ କରିଛି ରାଜ୍ୟ ଭାଜପା।

ଭାଜପା କହିଛି ଯେ, ”ମୁଖ୍ୟମନ୍ତ୍ରୀଙ୍କୁ ଭିକେ ପାଣ୍ଡିଆନ ବନ୍ଧନ କରି ରଖିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ, ଡିଜିପି କଥା ହେଉଛନ୍ତି କି ନାହିଁ ସନ୍ଦେହ ରହିଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଅବସ୍ଥା କ’ଣ ଜାଣିବା ଅଧିକାର ରାଜ୍ୟବାସୀଙ୍କର ଅଛି। ଜଣେ ଜଜ୍‌ ଓ କିଛି ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରନ୍ତୁ। ଭିକେ ପାଣ୍ଡିଆନଙ୍କ କବଳରୁ ମୁକ୍ତ କରି ଗଣମାଧ୍ୟମ ସାମ୍ନାକୁ ଆଣନ୍ତୁ। ଏଭଳି ସମ୍ବେଦନଶୀଳ ବିଷୟକୁ ପୋଲିସ ଗୁରୁତ୍ବ ଦେବେ ବୋଲି ଆଶା କରାଯାଉଥିବା ଭାଜପା କହିଛି।”

The post ”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା appeared first on Dharitri Odia News.