ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୁଲିସ !

ବିଜେଡି ନେତା ତଥା 5-T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୁଲିସ କର୍ମଚାରୀ ମୁତୟନ ହେଉଛନ୍ତି।

ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୁଲିସ !

ବିଜେଡି ନେତା ତଥା 5-T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୁଲିସ କର୍ମଚାରୀ ମୁତୟନ ହେଉଛନ୍ତି। ଯେଉଁଥିରେ ୨ ସବ୍‌ଇନ୍ସପେକ୍ଟର, ୧୨ ହାବିଲଦାର, ୫୬ କନଷ୍ଟେବଳ ବା ସିପାହୀ ଓ ୪ ମହିଳା କନଷ୍ଟେବଳ ରହିଛନ୍ତି। ଏଥିସହ ଗୋଟିଏ ଗାଡ଼ି ମଧ୍ୟ ଯୋଗାଇଛି ଗୃହ ବିଭାଗ। ସୂଚନା ଅଧିକାର ଆଇନ୍‌ରେ ଚଳିତ ମାସ ଏହି ତଥ୍ୟ ଦେଇଛି କମିଶନରେଟ ପୁଲିସର ରିଜର୍ଭ ପୁଲିସ ଅଫିସ୍। ଦେଖନ୍ତୁ ପୂରା ରିପୋର୍ଟ।