ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ: ପରିବହନ ମନ୍ତ୍ରୀ
ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ମନ୍ତବ୍ୟ। କହିଲେ, ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ।
ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ମନ୍ତବ୍ୟ। କହିଲେ, ତଦନ୍ତ ଚାଲିଛି, ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ। ସର୍ବସମ୍ମୁଖରେ ରାଜକୋଷ ଲୁଣ୍ଠନ କେବେ ବି ଗ୍ରହଣୀୟ ନୁହେଁ । ସରକାର ନଜର ରଖିଛନ୍ତି, ଅପେକ୍ଷା କରନ୍ତୁ କାର୍ଯ୍ୟାନୁଷ୍ଠାନ ହେବ ।