ପାଣ୍ଡିଆନଙ୍କୁ 'ମୁଖ୍ୟମନ୍ତ୍ରୀ' କହି ସମ୍ବୋଧନ କଲେ ସାଂସଦ ପ୍ରମିଳା ବିଷୋଇ
ଗତକାଲି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆମ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି।
ପାଣ୍ଡିଆନଙ୍କୁ 'ମୁଖ୍ୟମନ୍ତ୍ରୀ' କହି ସମ୍ବୋଧନ କଲେ ସାଂସଦ ପ୍ରମିଳା ବିଷୋଇ। ଗତକାଲି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆମ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ କାର୍ଯ୍ୟକ୍ରମରେ ଆସ୍କା ସାଂସଦ ପ୍ରମିଳା ବିଷୋଇ ଓ ବିଧାୟିକା ମଞ୍ଜୁଳା ସ୍ବାଇଁ ଯୋଗ ଦେଇ ଆମ ବସଷ୍ଟାଣ୍ଡକୁ ଉଦଘାଟନ କରିଥିଲେ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।