ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ
ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ବଳକା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତେବେ ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ରୂପେଶ କୁମାର […] The post ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ appeared first on Dharitri Odia News.
ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ବଳକା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତେବେ ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ରୂପେଶ କୁମାର ପାଣିଗ୍ରାହୀ ଓ ମୋହନା ନିର୍ବାଚନ ମଣ୍ଡଳୀ ପାଇଁ ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ବ୍ରହ୍ମପୁର ଏମ୍ପି ପ୍ରାର୍ଥୀ ଭାବେ ଭୃଗୁ ବକ୍ସିପାତ୍ରଙ୍କୁ ଚୟନ କରାଯାଇଛି।
The post ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ appeared first on Dharitri Odia News.