ପାରାଦ୍ଵୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ
ପାରାଦ୍ଵୀପ : ବଡ଼ପଡ଼ିଆ ପରିବା ମାର୍କେଟରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୩ଟି ପରିବା ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ । ପାରାଦ୍ଵୀପ ବନ୍ଦର ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ । Also read: ପରିବା ମାର୍କେଟରେ ଅଗ୍ନିକାଣ୍ଡ; ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ The post ପାରାଦ୍ଵୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ appeared first on KNews Odisha.

ପାରାଦ୍ଵୀପ : ବଡ଼ପଡ଼ିଆ ପରିବା ମାର୍କେଟରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୩ଟି ପରିବା ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ । ପାରାଦ୍ଵୀପ ବନ୍ଦର ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ।
Also read: ପରିବା ମାର୍କେଟରେ ଅଗ୍ନିକାଣ୍ଡ; ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ
The post ପାରାଦ୍ଵୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ appeared first on KNews Odisha.