ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁଣ୍ଡିଆ ଥାନା ତାମଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ୧୫ ଆହତଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପଙ୍କଡିହିରୁ ୩୦ରୁ ଅଧିକ ଯାତ୍ରୀଙ୍କୁ ଧରି ବସ୍‌ଟି ବଣାଇ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। The post ପାହାଡ଼ରେ ପିଟିହେଲା ବସ୍‌ appeared first on Dharitri Odia News.

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁଣ୍ଡିଆ ଥାନା ତାମଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ୧୫ ଆହତଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପଙ୍କଡିହିରୁ ୩୦ରୁ ଅଧିକ ଯାତ୍ରୀଙ୍କୁ ଧରି ବସ୍‌ଟି ବଣାଇ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

The post ପାହାଡ଼ରେ ପିଟିହେଲା ବସ୍‌ appeared first on Dharitri Odia News.