ପିକ୍‌ଅପ୍‌କୁ ବଞ୍ଚାଇବାକୁ ଯାଇ ଡିଭାଇଡରରେ ପିଟି ହେଲା ବସ୍‌, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭଦ୍ରକ: ପିକ୍‌ଅପ୍‌କୁ ରକ୍ଷା କରିବାକୁ ଯାଇ ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍‌। ଦୁର୍ଘଟଣା ଘଟିଛି ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ତ୍ରିସଳପୁର ଛକ ନିକଟରେ । ଅବଶ୍ୟ ବସ୍‌ରେ ଥିବା ସବୁ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ନୁରାନି ବସ୍‌। ହେଲେ ତ୍ରିସପୁର ଛକ ନିକଟରେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲା।ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସମସ୍ତଙ୍କୁ ଅନ୍ୟ ବସ୍‌ ଯୋଗେ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି। 

ପିକ୍‌ଅପ୍‌କୁ ବଞ୍ଚାଇବାକୁ ଯାଇ ଡିଭାଇଡରରେ ପିଟି ହେଲା ବସ୍‌, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭଦ୍ରକ: ପିକ୍‌ଅପ୍‌କୁ ରକ୍ଷା କରିବାକୁ ଯାଇ ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍‌। ଦୁର୍ଘଟଣା ଘଟିଛି ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ତ୍ରିସଳପୁର ଛକ ନିକଟରେ । ଅବଶ୍ୟ ବସ୍‌ରେ ଥିବା ସବୁ ଯାତ୍ରୀ ସୁରକ୍ଷିତ ଅଛନ୍ତି। 

ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ନୁରାନି ବସ୍‌। ହେଲେ ତ୍ରିସପୁର ଛକ ନିକଟରେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲା।ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସମସ୍ତଙ୍କୁ ଅନ୍ୟ ବସ୍‌ ଯୋଗେ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି।