ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ

ଶରଧାବାଲି ଅଘଟଣ, ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସପି । ଚଞ୍ଚଳ ରାଣା ହେଲେ ପୁରୀର ନୂଆ ଜିଲ୍ଲାପାଳ । ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ ।

ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ
Array