ପିପିଲିରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ଦାଦା
ପିପିଲି : ପିପିଲିରେ ପୁଣି ଲଜ୍ଜା। ନାବାଳିକାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ଦାଦା। ପୀଡିତାଙ୍କ ମା ପିପିଲି ଥାନାରେ ଅଭିଯୋଗ... The post ପିପିଲିରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ଦାଦା appeared first on .
ପିପିଲି : ପିପିଲିରେ ପୁଣି ଲଜ୍ଜା। ନାବାଳିକାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ଦାଦା। ପୀଡିତାଙ୍କ ମା ପିପିଲି ଥାନାରେ ଅଭିଯୋଗ କରିବା ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଅନ୍ୟପଟେ ଏଭଳି ଘଟଣାକୁ ଦୃଢ଼ ନିନ୍ଦା କରିଛି ବିଜେଡି। ପୁରୀ ଏସପିଙ୍କୁ ଭେଟି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିବା ସହ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦେବାକୁ ଦାବି କରିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି।
The post ପିପିଲିରେ ପୁଣି ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ଦାଦା appeared first on .