ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା

ପୁରୁଷୋତ୍ତମପୁର,୨୯।୩(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ତାରାତାରିଣୀଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତଚରଣ ଦାସ ଦର୍ଶନ କରିଛନ୍ତି। ସେଠାରେ ପୂଜାର୍ଚ୍ଚନା କରି ରାଜ୍ୟରେ ଯେପରି ମହିଳାମାନେ ସୁରକ୍ଷିତ ରହିବେ ସେନେଇ କାମନା କରିଛନ୍ତି। ପିସିସି ସଭାପତିଙ୍କ ସହ କଂଗ୍ରେସର ଅଲ ଇଣ୍ଡିଆ ମିଡିଆ ସେଲର ସଂପାଦକ ପବନ ଖେରା ଉପସ୍ଥିତ ଥିବାବେଳେ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା, ଭୋକାଲି ସେଠୀ, ସୁଶାନ୍ତ ଗୌଡଙ୍କ ସମେତ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ। The post ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା appeared first on Dharitri Odia News.

ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା

ପୁରୁଷୋତ୍ତମପୁର,୨୯।୩(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ତାରାତାରିଣୀଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତଚରଣ ଦାସ ଦର୍ଶନ କରିଛନ୍ତି। ସେଠାରେ ପୂଜାର୍ଚ୍ଚନା କରି ରାଜ୍ୟରେ ଯେପରି ମହିଳାମାନେ ସୁରକ୍ଷିତ ରହିବେ ସେନେଇ କାମନା କରିଛନ୍ତି। ପିସିସି ସଭାପତିଙ୍କ ସହ କଂଗ୍ରେସର ଅଲ ଇଣ୍ଡିଆ ମିଡିଆ ସେଲର ସଂପାଦକ ପବନ ଖେରା ଉପସ୍ଥିତ ଥିବାବେଳେ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା, ଭୋକାଲି ସେଠୀ, ସୁଶାନ୍ତ ଗୌଡଙ୍କ ସମେତ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।

The post ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା appeared first on Dharitri Odia News.