ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଲେ ସୁର
ଭୁବନେଶ୍ୱର,୬।୪: ଭୁବନେଶ୍ୱର ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ସୁରେଶ ରାଉତରାୟଙ୍କ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ବୁଦ୍ଧ ପାର୍କରେ ପହଞ୍ଚି ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ସମୟରେ ପୁଅ ମନ୍ମଥ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ। ବାପା ହିସାବରେ ପୁଅ ପାଇଁ ଭୋଟ ମାଗୁଥିବା ସୁର କହିଛନ୍ତି । The post ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଲେ ସୁର appeared first on Dharitri Odia News.
ଭୁବନେଶ୍ୱର,୬।୪: ଭୁବନେଶ୍ୱର ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ସୁରେଶ ରାଉତରାୟଙ୍କ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ବୁଦ୍ଧ ପାର୍କରେ ପହଞ୍ଚି ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ସମୟରେ ପୁଅ ମନ୍ମଥ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ। ବାପା ହିସାବରେ ପୁଅ ପାଇଁ ଭୋଟ ମାଗୁଥିବା ସୁର କହିଛନ୍ତି ।
The post ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଲେ ସୁର appeared first on Dharitri Odia News.