ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଅଭିଯୁକ୍ତ ପୁଅଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି। The post ପୁଅର କାତି ଚୋଟରେ ମା’ ଗୁରୁତର appeared first on Dharitri Odia News.

ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଅଭିଯୁକ୍ତ ପୁଅଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

The post ପୁଅର କାତି ଚୋଟରେ ମା’ ଗୁରୁତର appeared first on Dharitri Odia News.