ପୁଅର କୋଟୁରି ଚୋଟରେ ମା’ ଗୁରୁତର
ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର ବୁଲୁ ଦାସଙ୍କ କାତି ଚୋଟରେ ମା’ ପଦ୍ମିନୀ ଦାସ ଗୁରୁତର ହୋଇଥିବା ପୋଲିସ କହିଛି। ରବିବାର ପୂର୍ବାହ୍ନରେ ପାରିବାରିକ ହିଂସା କାରଣରୁ ଏଭଳି ଘଟଣା ଘଟିଛି। ପଦ୍ମିନୀଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବୁଲୁଙ୍କୁ ଥାନାକୁ ନେଇ ଅଟକ ରଖି ଘଟଣାର […] The post ପୁଅର କୋଟୁରି ଚୋଟରେ ମା’ ଗୁରୁତର appeared first on Dharitri Odia News.
ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର ବୁଲୁ ଦାସଙ୍କ କାତି ଚୋଟରେ ମା’ ପଦ୍ମିନୀ ଦାସ ଗୁରୁତର ହୋଇଥିବା ପୋଲିସ କହିଛି। ରବିବାର ପୂର୍ବାହ୍ନରେ ପାରିବାରିକ ହିଂସା କାରଣରୁ ଏଭଳି ଘଟଣା ଘଟିଛି। ପଦ୍ମିନୀଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବୁଲୁଙ୍କୁ ଥାନାକୁ ନେଇ ଅଟକ ରଖି ଘଟଣାର ତଦନ୍ତ ଚଳାଇଛନ୍ତି।
The post ପୁଅର କୋଟୁରି ଚୋଟରେ ମା’ ଗୁରୁତର appeared first on Dharitri Odia News.