ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ବର୍ଷା ହୋଇପାରେ। ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ନବବର୍ଷରେ ପାଗ ଶୁଖିଲା ସହ ଶୀତ ବଢିବ।   The post ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ appeared first on Dharitri Odia News.

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ବର୍ଷା ହୋଇପାରେ। ସେହିପରି
୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ନବବର୍ଷରେ ପାଗ ଶୁଖିଲା ସହ ଶୀତ ବଢିବ।

 

The post ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ appeared first on Dharitri Odia News.