ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ ସମ୍ବୋଧନ କରିବେ। ଏହି କ୍ରମରେ ମେ ୨୯ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ସେ ୩ଟି ସଭା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଭାଜପା […] The post ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର appeared first on Dharitri Odia News.

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ ସମ୍ବୋଧନ କରିବେ।

ଏହି କ୍ରମରେ ମେ ୨୯ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ସେ ୩ଟି ସଭା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର।
୨୯ ତାରିଖ ଦିନ ୧୨ଟାରେ ବାରିପଦା ଛଉ ପଡ଼ିଆରେ ପ୍ରଥମ ସଭା କରିବା ପରେ ସାଢ଼େ ୧ରେ ବାଲେଶ୍ବରରେ, ୩ଟା ୩୦ରେ କେନ୍ଦ୍ରାପଡ଼ାରେ ସଭା କରିବେ।

The post ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର appeared first on Dharitri Odia News.