ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୭୦,୮୫୦ ଟଙ୍କା ରହିଛି । ଗତକାଲି ଅର୍ଥାତ ବୁଧବାର ଅପେକ୍ଷା ଗୁରୁବାର ସୁନା ରେଟ କମିଛି । ବଜେଟରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ […] The post ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ… appeared first on Dharitri Odia News.

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୭୦,୮୫୦ ଟଙ୍କା ରହିଛି । ଗତକାଲି ଅର୍ଥାତ ବୁଧବାର ଅପେକ୍ଷା ଗୁରୁବାର ସୁନା ରେଟ କମିଛି । ବଜେଟରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ ଏକା ଥରେ ସୁନା ମାର୍କେଟରେ ବି ହ୍ରାସ ଦେଖିବାକୁ ମିଳିଛି । ୬ ପ୍ରତିଶତ କଷ୍ଟମ ଡ୍ୟୁଟି କମିବା ପରେ ହ୍ରାସ ପାଇଛି ସୁନା ଦର ।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ ସୁନା ଦର ୬୯,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧ଗ୍ରାମ ପିଛା ୬,୯୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୫,୩୨୦୦ ଟଙ୍କା ରହିଛି ।

The post ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ… appeared first on Dharitri Odia News.