ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର,୧।୬: ପୁଣି ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍‌. ଦିଲ୍ଲୀପ କୁମାର ଚୌଧୁରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଯନ୍ତୀଙ୍କ ଆୟଠାରୁ ୧୧୯ ପ୍ରତିଶତ ଅଧିକ ସମ୍ପତ୍ତି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି। ଯନ୍ତ୍ରୀଙ୍କ ୧ କୋଟି ଟଙ୍କାର ଅଟ୍ଟାଳିକା ସହ ଦେଢ଼ କୋଟିର ୨ଟି ଫ୍ଲାଟ ରହିଛି। ଏପରିକି ୨ କୋଟି ଟଙ୍କାର ୧୧ ପ୍ଲଟ ସହ ପ୍ରାୟ ୩୦ […] The post ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ appeared first on Dharitri Odia News.

ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର,୧।୬: ପୁଣି ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍‌. ଦିଲ୍ଲୀପ କୁମାର ଚୌଧୁରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଯନ୍ତୀଙ୍କ ଆୟଠାରୁ ୧୧୯ ପ୍ରତିଶତ ଅଧିକ ସମ୍ପତ୍ତି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି। ଯନ୍ତ୍ରୀଙ୍କ ୧ କୋଟି ଟଙ୍କାର ଅଟ୍ଟାଳିକା ସହ ଦେଢ଼ କୋଟିର ୨ଟି ଫ୍ଲାଟ ରହିଛି। ଏପରିକି ୨ କୋଟି ଟଙ୍କାର ୧୧ ପ୍ଲଟ ସହ ପ୍ରାୟ ୩୦ ଲକ୍ଷ ଟଙ୍କା ବ୍ୟାଙ୍କ ଡିପୋଜିଟ ରହିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

The post ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ appeared first on Dharitri Odia News.