ପୁଣି କେଜ୍ରିଓ୍ବାଲଙ୍କୁ ଝଟକା, ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ପୁଣି କେଜ୍ରିଓ୍ବାଲଙ୍କୁ ଝଟକା। ସିବିଆଇ ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତିର ସିବିଆଇ ସହ ଜଡ଼ିତ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ରାୟ ଶୁଣାଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରି ପାରିବେ ନାହିଁ । ସିବିଆଇ ମାମଲାରେ ଗିରଫକୁ ବେଆଇନ ଘୋଷଣା କରିଥିବା ଆବେଦନକୁ କୋର୍ଟ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ […]

ନୂଆଦିଲ୍ଲୀ: ପୁଣି କେଜ୍ରିଓ୍ବାଲଙ୍କୁ ଝଟକା। ସିବିଆଇ ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତିର ସିବିଆଇ ସହ ଜଡ଼ିତ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ରାୟ ଶୁଣାଇଛନ୍ତି।