ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ ଯାନ୍ତ୍ରିକ ସାମଗ୍ରୀ ଖସି ପଡିଥିଲା। ଅନ୍ୟପକ୍ଷେ ଏହି ଦୁର୍ଘଟଣାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ଦୀର୍ଘକାଳୀନ ଭିତ୍ତିରେ ଟ୍ରେନର ମରାମତି କାମ ଚାଲିଛି। ଅନ୍ୟପକ୍ଷେ ଏହି ଲାଇନ୍‌ରେ ଟ୍ରେନ ଚଳାଚଳ ପ୍ରଭାବିତ […] The post ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି appeared first on Dharitri Odia News.

ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ ଯାନ୍ତ୍ରିକ ସାମଗ୍ରୀ ଖସି ପଡିଥିଲା। ଅନ୍ୟପକ୍ଷେ ଏହି ଦୁର୍ଘଟଣାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ଦୀର୍ଘକାଳୀନ ଭିତ୍ତିରେ ଟ୍ରେନର ମରାମତି କାମ ଚାଲିଛି। ଅନ୍ୟପକ୍ଷେ ଏହି ଲାଇନ୍‌ରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି।

 

The post ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି appeared first on Dharitri Odia News.