ପୁଣି ଡରାଇଲାଣି କରୋନା: ରାଜ୍ୟରେ ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ!
ଭୁବନେଶ୍ୱର,୩୧।୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ। ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ କୋଭିଡ୍ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। The post ପୁଣି ଡରାଇଲାଣି କରୋନା: ରାଜ୍ୟରେ ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ! appeared first on Dharitri Odia News.
ଭୁବନେଶ୍ୱର,୩୧।୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ।
ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ କୋଭିଡ୍ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
The post ପୁଣି ଡରାଇଲାଣି କରୋନା: ରାଜ୍ୟରେ ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ! appeared first on Dharitri Odia News.